୧୭୩୯

ଶତାବ୍ଦୀ: 17th ଶତାବ୍ଦୀ – 18th ଶତାବ୍ଦୀ – 19th ଶତାବ୍ଦୀ
ଦଶନ୍ଧି: ୧୭୦୦ ଦଶକ  ୧୭୧୦ ଦଶକ  ୧୭୨୦ ଦଶକ  – ୧୭୩୦ ଦଶକ –  ୧୭୪୦ ଦଶକ  ୧୭୫୦ ଦଶକ  ୧୭୬୦ ଦଶକ
ବର୍ଷ:   ୧୭୩୬  ୧୭୩୭  ୧୭୩୮୧୭୩୯ –  ୧୭୪୦  ୧୭୪୧  ୧୭୪୨

୧୭୩୯ ଗ୍ରେଗୋରି ପାଞ୍ଜି ଅନୁସାରେ ଏକ ସାଧାରଣ ବର୍ଷ ଅଟେ |

ଘଟଣା

ଅକ୍ଟୋବର-ଡିସେମ୍ବର

ଜନ୍ମ

ଅକ୍ଟୋବର-ଡିସେମ୍ବର

ମୃତ୍ୟୁ

ଜୟୀ ରାଜଗୁରୁ

ଭାରତର ପ୍ରଥମ ଶହୀଦ ଜୟୀ ରାଜଗୁରୁ ୧୭୩୯ ମସିହା ଅକ୍ଟୋବର ମାସ ୨୯ ତାରିଖ (କାର୍ତ୍ତିକ ଶୁକ୍ଳ ଅଁଳା ନବମୀ) ଦିନ ପୁରୀ ଜିଲ୍ଲାର ହରେକୃଷ୍ଣପୁର ଗ୍ରାମର ଚାନ୍ଦରାଜଗୁରୁ ଓ ହୀରାମଣି ଦେବୀଙ୍କ କୋଳ ମଣ୍ଧନ କରିଥିଲେ ।

ପଞ୍ଜାବ, ପାକିସ୍ତାନ

ପାକିସ୍ତାନୀ ପଞ୍ଜାବ, ପାକିସ୍ତାନର ଏକ ସୁବୋ ବା ରାଜ୍ୟ ଅଟେ। ଏହା ୩୬ଟି ଜିଲ୍ଲାକୁ ନେଇ ଗଠିତ ।ପଞ୍ଜାବ ଜନବସତି ଅନୁଯାୟୀ ସବୁଠୁ ବଡ଼ ରାଜ୍ୟ ଅଟେ।

ରଘୁନାଥ ବେଶ

ଯେଉଁ ବର୍ଷ ବୈଶାଖ ଶୁକ୍ଳ ନବମୀ ଗୁରୁବାର ଶ୍ରବଣା ମକର ପଡ଼ିଥାଏ ସେହି ବର୍ଷ ଶ୍ରୀଜଗନ୍ନାଥଙ୍କର ରଘୁନାଥ ବେଶ ହୋଇଥାଏ । ୧୯୦୫ ସାଲ ଅପ୍ରେଲ ମାସ ୨୬ ତାରିଖ ଗୁରୁବାର ଦିନ ଶେଷ ଥର ନିମନ୍ତେ ରଘୁନାଥ ବେଶ ହୋଇଥିବାର ଉତ୍କଳ ଦୀପିକା ପତ୍ରିକାରେ ଯାହା ପ୍ରକାଶ ପାଇଛି ଓ ଶ୍ରୀମନ୍ଦିର ରେକର୍ଡରୁ ଜଣାଯାଇଛି। ୨ୟ ଥର ପ୍ରଚେଷ୍ଟା ବୈଠକ ଆଲୋଚନା ୧୯୮୩ରେ ଏଥିପାଇଁ ହୋଇ ବିଫଳ ହୋଇଛି। ଆଉ ରଘୁନାଥ ବେଶ ଭକ୍ତମାନେ ଦେଖି ପାରି ନାହାନ୍ତି। ମିଳୁଥିବା ତଥ୍ୟ ଅନୁଯାୟୀ ମୋଟ ୯ ଥର ରଘୁନାଥ ବେଶ ହୋଇଅଛି ଏବଂ ୧୯୦୫ ମସିହା ପରଠାରୁ ଶ୍ରୀମନ୍ଦିରରେ ଆଉ ଏହି ବେଶ ହୋଇନାହିଁ । ଏହି ବେଶରେ ଶ୍ରୀଜଗନ୍ନାଥ ରାମ ରୂପରେ କାଷ୍ଠ ନିର୍ମିତ ହସ୍ତ ପଦ ଯୁକ୍ତ ହୋଇଥାନ୍ତି। ବାମ ପାଦଟି ସିଂହାସନ ଉପରେ ଓ ଦକ୍ଷିଣ ପାଦଟି ତଳକୁ ଲମ୍ବି ରହିଥାଏ। ଧନୁ-ତୂଣୀର ଧାରଣ ସହ ସିଂହାସନରେ ବୀରାସନରେ ବସିଥାନ୍ତି। ଲକ୍ଷ୍ମୀ ପ୍ରତିମା ସୀତା ରୂପେ କୋଳରେ ସ୍ଥାନ ପାଇଥାନ୍ତି। ବଳଭଦ୍ର ଲକ୍ଷ୍ମଣ ରୂପେ ଧନୁପାଦ ଛନ୍ଦରେ ଦଣ୍ଡାୟମାନ ହୋଇ ହସ୍ତ ପଦ ଯୁକ୍ତ ହୋଇ ଦୁଇ ହସ୍ତରେ ଜଗନ୍ନାଥଙ୍କ ମସ୍ତକକୁ ଲମ୍ବି ଯାଇଥିବା ଛତ୍ରକୁ ଧରିଥାନ୍ତି। ଜଗନ୍ନାଥ-ରାମଙ୍କ ବାମ ପାର୍ଶ୍ୱରେ ଶତ୍ରୁଘ୍ନ, ଭରତ, ବଳଭଦ୍ର (ଲକ୍ଷ୍ମଣ)ଙ୍କ ଦକ୍ଷିଣରେ ବ୍ରହ୍ମା, ବଶିଷ୍ଠ ଇତ୍ୟାଦି ଋଷିମାନେ ଦଣ୍ଡାୟମାନ ହୋଇଥାନ୍ତି। ଅଙ୍ଗଦ ଚାମର ଧରି, ଜାମ୍ବବାନ କରଯୋଡି, ବିଭୀଷଣ କରଯୋଡି, ହନୁମାନ କରଯୋଡି ବସିଥାନ୍ତି।

୧୭୩୬

୧୭୩୬ ଗ୍ରେଗୋରି ପାଞ୍ଜି ଅନୁସାରେ ଏକ ସାଧାରଣ ବର୍ଷ ଅଟେ |

୧୭୩୭

୧୭୩୭ ଗ୍ରେଗୋରି ପାଞ୍ଜି ଅନୁସାରେ ଏକ ସାଧାରଣ ବର୍ଷ ଅଟେ |

୧୭୩୮

୧୭୩୮ ଗ୍ରେଗୋରି ପାଞ୍ଜି ଅନୁସାରେ ଏକ ସାଧାରଣ ବର୍ଷ ଅଟେ |

୧୭୪୦

୧୭୪୦ ଗ୍ରେଗୋରି ପାଞ୍ଜି ଅନୁସାରେ ଏକ ସାଧାରଣ ବର୍ଷ ଅଟେ |

୧୭୪୧

୧୭୪୧ ଗ୍ରେଗୋରି ପାଞ୍ଜି ଅନୁସାରେ ଏକ ସାଧାରଣ ବର୍ଷ ଅଟେ |

୧୭୪୨

୧୭୪୨ ଗ୍ରେଗୋରି ପାଞ୍ଜି ଅନୁସାରେ ଏକ ସାଧାରଣ ବର୍ଷ ଅଟେ |

୨୯ ଅକ୍ଟୋବର

ଗ୍ରେଗୋରୀ ପାଞ୍ଜି ଅନୁସାରେ ୨୯ ଅକ୍ଟୋବର ବର୍ଷର ୩୦୨ତମ ଦିବସ ଅଟେ (ଅଧିବର୍ଷ ଗୁଡ଼ିକରେ - ୩୦୩ତମ) । ବର୍ଷ ଶେଷ ହେବା ପାଇଁ ଆଉ ୬୩ ଦିନ ବାକି ଅଛି ।

୬ ଡିସେମ୍ବର

ଗ୍ରେଗୋରୀ ପାଞ୍ଜି ଅନୁସାରେ ୬ ଡିସେମ୍ବର ବର୍ଷର ୩୪୦ତମ ଦିବସ ଅଟେ (ଅଧିବର୍ଷ ଗୁଡ଼ିକରେ - ୩୪୧ତମ) । ବର୍ଷ ଶେଷ ହେବା ପାଇଁ ଆଉ ୨୫ ଦିନ ବାକି ଅଛି ।

ଅଲଗା ଭାଷାରେ

This page is based on a Wikipedia article written by authors (here).
Text is available under the CC BY-SA 3.0 license; additional terms may apply.
Images, videos and audio are available under their respective licenses.