୧୯୧୬

ଶତାବ୍ଦୀ: 19th ଶତାବ୍ଦୀ – 20th ଶତାବ୍ଦୀ – 21st ଶତାବ୍ଦୀ
ଦଶନ୍ଧି: ୧୮୮୦ ଦଶକ  ୧୮୯୦ ଦଶକ  ୧୯୦୦ ଦଶକ  – ୧୯୧୦ ଦଶକ –  ୧୯୨୦ ଦଶକ  ୧୯୩୦ ଦଶକ  ୧୯୪୦ ଦଶକ
ବର୍ଷ:   ୧୯୧୩  ୧୯୧୪  ୧୯୧୫୧୯୧୬ –  ୧୯୧୭  ୧୯୧୮  ୧୯୧୯

୧୯୧୬ ଗ୍ରେଗୋରି ପାଞ୍ଜି ଅନୁସାରେ ଏକ ସାଧାରଣ ବର୍ଷ ଅଟେ |

ଘଟଣା

ଅକ୍ଟୋବର-ଡିସେମ୍ବର

ଜନ୍ମ

ଅକ୍ଟୋବର-ଡିସେମ୍ବର

ମୃତ୍ୟୁ

ଏମ. ଏସ. ସୁବୁଲକ୍ଷ୍ମୀ

ମଦୁରୈ ଷଣମୁଖବଡ଼ିବୁ ସୁବୁଲକ୍ଷ୍ମୀ (୧୬ ସେପ୍ଟେମ୍ବର , ୧୯୧୬ - ୨୦୦୪) କର୍ଣ୍ଣାଟକ ସଙ୍ଗୀତର ବହୁ ପ୍ରଚଳିତ ସଂଗୀତକାର ଥିଲେ । ମୁଖ୍ୟତଃ ସେ ଶାସ୍ତ୍ରୀୟ ସଂଗୀତରେ ଏମ.ଏସ. ଅକ୍ଷରରେ ଜଣା ଯା'ନ୍ତି ।

ଗିରିଧର ଗମାଙ୍ଗ

ଗିରିଧର ଗମାଙ୍ଗ (ଜନ୍ମ: ୮ ଅପ୍ରେଲ ୧୯୪୩) ଭାରତୀୟ ଜାତୀୟ କଂଗ୍ରେସର ଜଣେ ନେତା, ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନିର୍ବାହ କରିଛନ୍ତି ।

ଗୋପାଳ ଛୋଟରାୟ

ଗୋପାଳ ଛୋଟରାୟ (୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକ ସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।

ଜୈଲ ସିଂହ

ଜୈଲ ସିଂହ ( pronunciation ; ୫ ମଇ ୧୯୧୬ – ୨୫ ଡିସେମ୍ବର ୧୯୯୪) ଭାରତର ସପ୍ତମ ରାଷ୍ଟ୍ରପତି ଥିଲେ । ସେ କଂଗ୍ରେସ ଦଳର ନେତା ଏବଂ ଗୃହ ବିଭାଗ ସହ ବହୁତ ଗୁରୁତ୍ୱପୂର୍ଣ୍ଣ ବିଭାଗରେ କ୍ୟାବିନେଟ ମନ୍ତ୍ରୀ ଥିଲେ।

ସେ ରାଷ୍ଟ୍ରପତି ଥିବା ସମୟରେ ଅପରେସନ ବ୍ଲୁ ଷ୍ଟାର, ଇନ୍ଦିରା ଗାନ୍ଧୀଙ୍କ ନିଧନ ଓ 'ଶିଖ ଦଙ୍ଗା' ଭଳିଆ ଘଟଣା ଘଟିଥିଲା। ୧୯୯୪ ମସିହାରେ ଏକ କାର ଦୁର୍ଘଟଣାରେ ସେ ନିଜ ଜୀବନ ହରେଇଥିଲେ ।

ଜ୍ଞାନୀନ୍ଦ୍ର ବର୍ମା

ଜ୍ଞାନୀନ୍ଦ୍ର ବର୍ମା (୧୯୧୬- ୧୭ ଜୁନ ୧୯୯୦)ଓଡ଼ିଶାରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ଅନୁବାଦକ ଥିଲେ ।

ବିଜୁ ପଟ୍ଟନାୟକ

ବିଜୟାନନ୍ଦ ପଟ୍ଟନାୟକ (ବିଜୁ ପଟ୍ଟନାୟକ ଓ ବିଜୁ ବାବୁ ନାମରେ ମଧ୍ୟ ପରିଚିତ, ୫ ମାର୍ଚ୍ଚ ୧୯୧୬ – ୧୭ ଅପ୍ରେଲ ୧୯୯୭) ଜଣେ ଓଡ଼ିଆ ରାଜନୈତିକ ନେତା, ବୈମାନିକ ଓ ଶିଳ୍ପପତି ଥିଲେ । ୧୯୯୦ ମାର୍ଚ୍ଚ ୫ରୁ ୧୯୯୫ ମସିହା ମାର୍ଚ୍ଚ ୧୫ ଯାଏ ଓ ୧୯୬୧ ଜୁନ ୨୩ରୁ ୧୯୬୩ ମସିହା ଅକ୍ଟୋବର ୨ ଯାଏ ସେ ଦୁଇଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟକରିଥିଲେ ।

ବିଶ୍ୱନାଥ ପଟ୍ଟନାୟକ

ବିଶ୍ୱନାଥ ପଟ୍ଟନାଯକ ହେଉଛନ୍ତି ଓଡ଼ିଶାର ଜଣେ ସୁନାମଧନ୍ୟ ସମାଜ ସେବୀ । ସେ ଜଣେ ଜଣାଶୁଣା ଗାନ୍ଧୀବାଦି ସର୍ବୋଦୟ ନେତା । କୁଜେନ୍ଦ୍ରି ଏବଂ ବାଲିଗୁଡ଼ା ଭଳି ଆଦିବାସୀ ବହୂଳ ଅଞ୍ଚଳରେ ଆଦିବାସୀଙ୍କ ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ନିଃସ୍ୱାର୍ଥପର ସମାଜସେବା ହେତୁ ତାଙ୍କୁ ୨୦୦୮ ମସିହାରେ ସମ୍ମାନଜନକ ଜମୁନାଲାଲ ବଜାଜ ପୁରସ୍କାର ମିଳିଛି ।

ଭୁବନେଶ୍ୱର ବେହେରା

ଭୁବନେଶ୍ୱର ବେହେରା (୧ ଜାନୁଆରୀ ୧୯୧୬ - ୨୦୦୧) ଜଣେ ଓଡ଼ିଆ ପ୍ରାବନ୍ଧିକ, ଅଧ୍ୟାପକ ଓ ବିଜ୍ଞାନ ଲେଖକ ଥିଲେ ।

ମାଣିକେଶ୍ୱରୀ

ମା’ ମାଣିକେଶ୍ୱରୀ କଳାହାଣ୍ଡିର ନାଗବଂଶୀ ରାଜାମାନଙ୍କ ଇଷ୍ଟଦେବୀ । ଭବାନିପାଟଣା ସ୍ଥିତ ରାଜଉଆସ ପରିସର ମଧ୍ୟରେ ସେ ପୂଜା ପାଉଅଛନ୍ତି । ଏହି ରାଜ ବଂଶର ରାଜା ଉଦିତପ୍ରତାପ ଦେଓ ତାଙ୍କ ରାଜତ୍ୱ (ଖ୍ରୀଷ୍ଟାବ୍ଦ ୧୮୫୪-୧୮୮୧)ର ଅନ୍ତିମ ପାଦରେ ବର୍ତ୍ତମାନର ମାଣିକେଶ୍ୱରୀ ମନ୍ଦିରର ଭିତ୍ତି ସ୍ଥାପନ କରିଥିଲେ ଓ ତାଙ୍କ ନାତି ରାଜା ବ୍ରଜମୋହନ ଦେଓଙ୍କ ରାଜତ୍ୱ (ଖ୍ରୀଷ୍ଟାବ୍ଦ ୧୯୧୬-୧୯୩୯) ସମୟରେ ଏହି ମନ୍ଦିର ନିର୍ମାଣ ସମ୍ପୂର୍ଣ୍ଣ ହୋଇଥିଲା । ମନ୍ଦିରର ପଶ୍ଚାତ ଦେଶର ତିନି ଦିଗରେ ଥିବା ତିନିଟି କ୍ଷୁଦ୍ର ରେଖା ‘ଦଶ ମହାବିଦ୍ୟା ଦେବୀ’, ବୈଷ୍ଣବୀ, ବରାହୀ ଓ ନରସିଂହଙ୍କ ପ୍ରତିମୂର୍ତ୍ତି ପୂଜା ପାଉଛି । ମହାକାଳ ଭୈରବ ବୁଢ଼ାରାଜା ନାମରେ ପୂଜିତ ହେଉଛନ୍ତି । ବୁଢ଼ାରାଜା ମନ୍ଦିରର ଦ୍ୱାର ବର୍ଷସାରା ବନ୍ଦ ରହୁଥିବା ବେଳେ, ଏହା କେବଳ ଦଶହରା ସମୟରେ ମହାସପ୍ତମୀ ଅର୍ଦ୍ଧରାତ୍ରୀରେ ମନ୍ଦିର ଖୋଲାଯାଇଥାଏ ଓ ପୁଣି ବିଜୟା ଦଶମୀ ଦିନ ବନ୍ଦ କରିଦିଆଯାଏ । ମାଣୀକେଶ୍ୱରୀ ମନ୍ଦିରର ଗର୍ଭଗୃହରେ ସ୍ଥାପିତ ମାଣିକେଶ୍ୱରୀଙ୍କ ମୁର୍ତ୍ତି ଏକ ସ୍ତମ୍ବାକାର ଶରୀର ଉପରେ ମସ୍ତକ ସ୍ଥାପନ କରାଯାଇଥିବା ପରି ପ୍ରତୀୟମାନ ହୁଏ । ମାଣିକେଶ୍ୱରୀଙ୍କ କୌଣସି ପ୍ରତିମା ନଥାଇ ବସ୍ତ୍ରର ଆବରଣ ତଳେ ଏକ ସ୍ତମ୍ବ ରହିବା ତାତ୍ପର୍ଯ୍ୟପୂର୍ଣ୍ଣ । ପ୍ରତିବର୍ଷ ମୂଳାଷ୍ଟମୀ ରାତ୍ରିରେ ଦେବୀଙ୍କ ପୁରାତନ ମସ୍ତକକୁ ବିସର୍ଜିତ କରାଯାଇ ରତ୍ନଅଳଙ୍କାର ଖଚିତ ନୂତନ ମୃଣ୍ମୟ ମସ୍ତକ ସ୍ଥାପନ କରାଯାଏ ।

ରାଜକିଶୋର ପଟ୍ଟନାୟକ

ରାଜକିଶୋର ପଟ୍ଟନାୟକ (୧୯୧୬-୧୯୯୭) ଓଡ଼ିଶାରେ ଜନ୍ମିତ ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ଓଡ଼ିଆ ଅଧ୍ୟାପକ । ସେ ଓଡ଼ିଆ ସାହିତ୍ୟରେ ନବନାଟ୍ୟ ଆନ୍ଦୋଳନର ମୁଖ୍ୟ ପୁରୋଧା ଥିଲେ ।

ସଚ୍ଚିଦାନନ୍ଦ ରାଉତରାୟ

ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।

୧ ଜାନୁଆରୀ

ଗ୍ରେଗୋରୀ ପାଞ୍ଜି ଅନୁସାରେ ୧ ଜାନୁଆରୀ ବର୍ଷର ପ୍ରଥମ ଦିବସ ଅଟେ । ବର୍ଷ ଶେଷ ହେବା ପାଇଁ ଆଉ ୩୬୪ ଦିନ ବାକି ଅଛି (ଅଧିବର୍ଷ ଗୁଡ଼ିକରେ ୩୬୫ ଦିନ ) ।

୧୩ ମଇ

ଗ୍ରେଗୋରୀ ପାଞ୍ଜି ଅନୁସାରେ ୧୩ ମଇ ବର୍ଷର ୧୩୩ତମ ଦିବସ ଅଟେ (ଅଧିବର୍ଷ ଗୁଡ଼ିକରେ - ୧୩୪ତମ) । ବର୍ଷ ଶେଷ ହେବା ପାଇଁ ଆଉ ୨୩୨ ଦିନ ବାକି ଅଛି ।

୧୭ ଅପ୍ରେଲ

ଗ୍ରେଗୋରୀ ପାଞ୍ଜି ଅନୁସାରେ ୧୭ ଅପ୍ରେଲ ବର୍ଷର ୧୦୭ତମ ଦିବସ ଅଟେ (ଅଧିବର୍ଷ ଗୁଡ଼ିକରେ - ୧୦୮ତମ) । ବର୍ଷ ଶେଷ ହେବା ପାଇଁ ଆଉ ୨୫୮ ଦିନ ବାକି ଅଛି ।

୧୭ ଜୁନ

ଗ୍ରେଗୋରୀ ପାଞ୍ଜି ଅନୁସାରେ ୧୭ ଜୁନ ବର୍ଷର ୧୬୮ତମ ଦିବସ ଅଟେ (ଅଧିବର୍ଷ ଗୁଡ଼ିକରେ - ୧୬୯ତମ) । ବର୍ଷ ଶେଷ ହେବା ପାଇଁ ଆଉ ୧୯୭ ଦିନ ବାକି ଅଛି ।

୨୧ ଅଗଷ୍ଟ

ଗ୍ରେଗୋରୀ ପାଞ୍ଜି ଅନୁସାରେ ୨୧ ଅଗଷ୍ଟ ବର୍ଷର ୨୩୩ତମ ଦିବସ ଅଟେ (ଅଧିବର୍ଷ ଗୁଡ଼ିକରେ - ୨୩୪ତମ) । ବର୍ଷ ଶେଷ ହେବା ପାଇଁ ଆଉ ୧୩୨ ଦିନ ବାକି ଅଛି ।

୨୨ ଜାନୁଆରୀ

ଗ୍ରେଗୋରୀ ପାଞ୍ଜି ଅନୁସାରେ ୨୨ ଜାନୁଆରୀ ବର୍ଷର ୨୨ତମ ଦିବସ ଅଟେ । ବର୍ଷ ଶେଷ ହେବା ପାଇଁ ଆଉ ୩୪୩ ଦିନ ବାକି ଅଛି (ଅଧିବର୍ଷ ଗୁଡ଼ିକରେ ୩୪୪ ଦିନ ) ।

୪ ଫେବୃଆରୀ

ଗ୍ରେଗୋରୀ ପାଞ୍ଜି ଅନୁସାରେ ୪ ଫେବୃଆରୀ ବର୍ଷର ୩୫ତମ ଦିବସ ଅଟେ । ବର୍ଷ ଶେଷ ହେବା ପାଇଁ ଆଉ ୩୩୦ ଦିନ ବାକି ଅଛି (ଅଧିବର୍ଷ ଗୁଡ଼ିକରେ ୩୩୧ ଦିନ ) ।

୫ ମାର୍ଚ୍ଚ

ଗ୍ରେଗୋରୀ ପାଞ୍ଜି ଅନୁସାରେ ୫ ମାର୍ଚ୍ଚ ବର୍ଷର ୬୪ତମ ଦିବସ ଅଟେ (ଅଧିବର୍ଷ ଗୁଡ଼ିକରେ - ୬୫ତମ) । ବର୍ଷ ଶେଷ ହେବା ପାଇଁ ଆଉ ୩୦୧ ଦିନ ବାକି ଅଛି ।

ଅଲଗା ଭାଷାରେ

This page is based on a Wikipedia article written by authors (here).
Text is available under the CC BY-SA 3.0 license; additional terms may apply.
Images, videos and audio are available under their respective licenses.